୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ତେବେ ଦଳ ପକ୍ଷରୁ ପ୍ରକାଶିତ ତାଲିକା ଅନୁଯାୟୀ, ଘଷିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଜେନା, ବାରବାଟୀ କଟକରୁ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବେଗୁନିଆରୁ ପ୍ରକାଶ ରଣବିଜୁଳି ପ୍ରାର୍ଥୀ ହୋଇଛନ୍ତି ।