ପୁଣି ନନ୍ଦନକାନରେ ପର୍ଯ୍ୟଟକମାନେ ରୋପ୍‌ଓ୍ବେର ମଜା ନେବେ। ଆଉ ଟିକେଟ ଦାମ ଏତିକି ଟଙ୍କା
|

ପୁଣି ନନ୍ଦନକାନରେ ପର୍ଯ୍ୟଟକମାନେ ରୋପ୍‌ଓ୍ବେର ମଜା ନେବେ। ଆଉ ଟିକେଟ ଦାମ ଏତିକି ଟଙ୍କା

ପୁଣି ନନ୍ଦନକାନରେ ପର୍ଯ୍ୟଟକମାନେ ରୋପ୍‌ଓ୍ବେର ମଜା ନେବେ।ଶୁକ୍ରବାର ଅପରାହ୍ନରେ ଉଦ୍‌ଘାଟନ କରିବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ। ନନ୍ଦନକାନନରୁ ବଟାନିକାଲ ଗାର୍ଡେନ ମଧ୍ୟରେ ଥିବା କଞ୍ଜିଆ ହ୍ରଦ ଉପରେ ଚାଲିବାକୁ ଥିବା ଏହି ରୋପ ଓ୍ବେ ଦୀର୍ଘ ଦିନରୁ ବନ୍ଦ ରହିଥିଲା। ଏହି ରୋପୱେର ନିର୍ମାଣ, ରକ୍ଷଣାବେକ୍ଷଣ ଓ ପରିଚାଳନା ପାଇଁ କଲିକତାର ଏକ ଘରୋଇ ସଂସ୍ଥା ଦାମୋଦର ରୋପୱେଜ ଇନଫ୍ରା ଲିମିଟେଡ୍‌‌ ସହିତ ୨୦୨୧ରେ ଚୁକ୍ତିନାମା କରାଯାଇଥିଲା। ଚୁକ୍ତିନାମା ଅନୁସାରେ ସମସ୍ତ କାର୍ଯ୍ୟ ସମାପ୍ତ ହୋଇଛି।ନଭେମ୍ବର ୧୮…

ଖୋଲିଲା କୁଲଡିହା ଅଭୟାରଣ୍ୟ

ଖୋଲିଲା କୁଲଡିହା ଅଭୟାରଣ୍ୟ

ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଏକ ଖୁସି ଖବର। ବର୍ଷାଦିନ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ ୧୫ତାରିଖରୁ ବାଲେଶର ଜିଲା ନୀଳଗିରି ଉପଖଣ୍ଡର ସୌନ୍ଦର୍ଯ୍ୟମୟୀ କୁଲଡିହା ଅଭୟାରଣ୍ୟ ବନ୍ଦ ରହିଥିଲା।  ପୁଣି ନଭେମ୍ବର ୧ ତାରିଖରେ ଏହା ଖୋଲୁଥିବା ବେଳେ ଚଳିତ ବର୍ଷ ବିଭିନ୍ନ ପ୍ରଜାତିର ଜୀବଜନ୍ତୁ ପୁଣି ଦେଖିବାକୁ ପାଇବେ ପର୍ଯ୍ୟଟକ। ଅଭୟାରଣ୍ୟରେ ହାତୀ, ହରିଣ, ସମ୍ବର,ଗୟଳ,ଠେକୁଆ,ବେଲରା ମୂଷା, ନୀଳଗାଈ, ସମେତ ବିଭିନ୍ନ ପ୍ରଜାତିର ପକ୍ଷୀ ଦେଖିବାକୁ ମିଳନ୍ତି।  ଚଳିତବର୍ଷ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା…