ସୁସ୍ଥ ଓ ସକାରାତ୍ମକ ସମାଜ ଗଠନରେ ନାଟକର ଭୂମିକା ଗୁରୁତ୍ୱପୂର୍ଣ୍ଣ: ବିଧାୟକ
| |

ସୁସ୍ଥ ଓ ସକାରାତ୍ମକ ସମାଜ ଗଠନରେ ନାଟକର ଭୂମିକା ଗୁରୁତ୍ୱପୂର୍ଣ୍ଣ: ବିଧାୟକ

ନୟାଗଡ଼ରେ ବିଶ୍ଵ ନାଟ୍ୟ ଦିବସ ପାଳିତ ନୟାଗଡ଼: ସମଗ୍ର ବିଶ୍ୱରେ ନାଟକର ମହତ୍ତ୍ଵକୁ ଲୋକଙ୍କ ପାଖରେ ପହଞ୍ଚାଇବା ଏବଂ ଏଥିପ୍ରତି ଆଗ୍ରହ ସୃଷ୍ଟିକରିବା ଲକ୍ଷ୍ୟ ନେଇ ପ୍ରତିବର୍ଷ ପାଳିତ ହେଉଛି ବିଶ୍ୱ ନାଟ୍ୟ ଦିବସ। ନୟାଗଡର ପ୍ରମୁଖ ନାଟ୍ୟ ଅନୁଷ୍ଠାନ ମଂଚାୟନ ତରଫରୁ ନ୍ୟୁ ଜନତା କଂପ୍ଳେକ୍ସ ପରିସରରେ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଡ. ଅରୁଣ କୁମାର ସାହୁ ଯୋଗଦେଇ ନାଟକ କେବଳ ମନୋରଂଜନ ପାଇଁ ନୁହେଁ ବଂର ସମାଜର ବାର୍ତ୍ତା ସର୍ବସାଧାରଣଙ୍କ…

ନିର୍ମାଣ ଶ୍ରମିକଙ୍କ ପେନ୍‌ସନ୍‌ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ନିର୍ମାଣ ଶ୍ରମିକଙ୍କ ପେନ୍‌ସନ୍‌ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ରାଶିରେ ବୃଦ୍ଧି କରାଯାଇଛି। ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ୬୦ ବର୍ଷ ଅତିକ୍ରମ କରିଥିବା ନିର୍ମାଣ ଶ୍ରମିକମାନେ ଏଣିକି ୫୦୦ ଟଙ୍କା ପରିବର୍ତ୍ତେ ୧୦୦୦ ଟଙ୍କା ମାସିକ ପେନ୍‌ସନ୍‌ ପାଇବେ। ସେହିପରି ୮୦…

ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୪ ତମ ପ୍ରତିଷ୍ଠା ଦିବସ ପାଳନ

ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୪ ତମ ପ୍ରତିଷ୍ଠା ଦିବସ ପାଳନ

ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୪ ତମ ପ୍ରତିଷ୍ଠା ଉତ୍ସବ । ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଳିବ ୬୪ ତମ ପ୍ରତିଷ୍ଠା ଦିବସ । ୧୯୬୦ ମସିହାରେ କିଛି ଜୀବଜନ୍ତୁଙ୍କୁ ନେଇ ଜନ୍ମନେଇଥିବା ନନ୍ଦନକାନନରେ ଏବେ ଅଛନ୍ତି ୨୨୦ ଖୁଆଡ଼ରେ ୧୬୩ ପ୍ରଜାତିର ୪୧୭୫ ଜୀବଜନ୍ତୁ । ୧୯୬୩ ମସିହାରେ ଉଦ୍ଭିଦ ଉଦ୍ୟାନ ଖୋଲାଯାଇଥିଲା । ୧୯୬୪ମସିହାରେ କଲିକତାର ଆଲିପୁର ଚିଡ଼ିଆଖାନାରୁ ଗୋଟିଏ ବାଘ, ଦୁଇଟି ଆଫ୍ରିକୀୟ ସିଂହ, ଦୁଇଟି ମଗର ଓ ଗୋଟିଏ ପୁମା ଅଣାଯାଇଥିଲା…

ରାଜ୍ୟକୁ ଫେରିଲା କୋଭିଡ୍ କଟକଣା

ରାଜ୍ୟକୁ ଫେରିଲା କୋଭିଡ୍ କଟକଣା

ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସ୍ବାସ୍ଥ୍ୟ ବିଭାଗ ତତ୍ପର ହୋଇ ଉଠିଛି। ଏ ନେଇ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି|ଶନିବାର ଚିହ୍ନଟ ହୋଇଛନ୍ତି ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ।କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ କେନ୍ଦ୍ର ସରକାର ସବୁ ରାଜ୍ୟକୁ ରିପୋର୍ଟ ଦେବା ପାଇଁ ଚିଠି କରିବା ପରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଛି । ଓଡ଼ିଶାରୁ ଚିହ୍ନଟ ପରେ ସଂକ୍ରମିତ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା…

ଯୋରନ୍ଦାସ୍ଥିତ ମହିମାଗାଦିର ଉନ୍ନତୀକରଣ ପାଇଁ ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ

ଯୋରନ୍ଦାସ୍ଥିତ ମହିମାଗାଦିର ଉନ୍ନତୀକରଣ ପାଇଁ ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ପ୍ରସିଦ୍ଧ ମହିମା ପୀଠ ଢେଙ୍କାନାଳ ଜିଲ୍ଲା ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି ।ଶୁକ୍ରବାର ଯୋରନ୍ଦାଠାରେ ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ହେଉଛି ଦେବ ଭୂମି ଓ ପୂଣ୍ୟ ଭୂମି। ମହିମା ଧର୍ମ ଯୋରନ୍ଦା ମାଟିକୁ ପବିତ୍ର କରିବା ସହ…

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧିନରେ ୫୯ଟି ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧିନରେ ୫୯ଟି ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲ୍ଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି ।ଏହା ଦ୍ୱାରା ୮୦ ହଜାର ହେକ୍ଟର ଢିପ ଜମିକୁ ଜଳସେଚନର ସୁବିଧା ମିଳି ପାରିଛି। ଏଥିପାଇଁ ୨,୫୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହା ସହିତ ମୁଖ୍ୟମନ୍ତ୍ରୀ ୩୩ଟି ମେଗା ଲିଫ୍ଟ ପ୍ରକଳ୍ପ ପାଇଁ ଭିତ୍ତି ସ୍ଥାପନ ମଧ୍ୟ କରିଛନ୍ତି। ଏ ସବୁ ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ…

ନିର୍ବାଚନ ଲଢ଼ିବେନି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ

ନିର୍ବାଚନ ଲଢ଼ିବେନି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ

ବିଜେଡି ନେତା ଓ କର୍ମୀଙ୍କୁ 5T ଅଧ୍ୟକ୍ଷଙ୍କ ସମ୍ୱୋଧନ । କହିଲେ ମୁଁ ନିର୍ବାଚନ ଲଢିବି ନାହିଁ, ଜନସେବା ମୋର ଲକ୍ଷ୍ୟ । ବିଜୁ ପଟ୍ଟନାୟକ ଓ ନବୀନ ପଟ୍ଟନାୟକଙ୍କ ପ୍ରତି ଥିବା ଭଲ ପାଇବା ମୁଁ ଦେଖିଛି । ଶ୍ରୀଜଗନ୍ନାଥଙ୍କ ପ୍ରତି ମୋର ଅଗାଢ ବିଶ୍ୱାସ ରହିଛି । ଏହିଭଳି ଲୋକଙ୍କ ଭରସା ଓ ଭଲପାଇବା ମୋ ଉପରେ ଥାଉ | ଶୁକ୍ରବାର ବିଜୁ ଜନତା ଦଳର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ବସିଥିବା ପରିବର୍ଦ୍ଧିତ…

ତାଳଚେରରେ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ତାଳଚେରରେ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ତାଳଚେରଠାରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କରିଛନ୍ତି। ଏହି ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତାଳଚେର ହେଉଛି ସଂଗ୍ରାମ ଓ ସ୍ୱାଭିମାନର ଭୂମି। ମହାନ ସଂଗ୍ରାମୀ ନେତା ପବିତ୍ର ମୋହନ ପ୍ରଧାନ ଏ ମାଟିରେ ଜନ୍ମ ନେଇଥିଲେ।…

5T ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ: ଦୟା ନଦୀ ପାଣିକୁ ପ୍ରଦୂଷଣମୁକ୍ତ ରଖାଯିବ |

5T ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ: ଦୟା ନଦୀ ପାଣିକୁ ପ୍ରଦୂଷଣମୁକ୍ତ ରଖାଯିବ |

ଦୟା ନଦୀ ପାଣିକୁ ପ୍ରଦୂଷଣମୁକ୍ତ ରଖାଯିବା ଉପରେ 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଗୁରୁତ୍ୱାରୋପ କରିଛନ୍ତି । ଏ ସମ୍ପର୍କରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ନଗର ଉନ୍ନୟନ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବା ସଂକ୍ରାନ୍ତରେ ଭି.କେ. ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ…

ବିଧାୟକ ବିଜୟ ଶଙ୍କର ଦାସ ବିବାହ ଆବେଦନ ଖାରଜ କଲେ କଟକ ବିବାହ ପଞ୍ଜୀକରଣ ଅଧିକାରୀ।

ବିଧାୟକ ବିଜୟ ଶଙ୍କର ଦାସ ବିବାହ ଆବେଦନ ଖାରଜ କଲେ କଟକ ବିବାହ ପଞ୍ଜୀକରଣ ଅଧିକାରୀ।

ବିଧାୟକ ବିଜୟ ଶଙ୍କର ଦାସ ବିବାହ ବିବାଦ ମାମଲା ଆହୁରି ଜଟିଳ ହୋଇପଡ଼ିଛି। ପ୍ରତ୍ୟୁଷାଙ୍କୁ ବିଜୟ ଶଙ୍କର ଏବେ ବିବାହ କରିପାରିବେ ନାହିଁ। ବିବାହ ପାଇଁ ଆବେଦନ ହୋଇଥିବା ପତ୍ରରେ ତ୍ରୁଟି ଥିବା ଯୋଗୁଁ ପଞ୍ଜିକରଣ ଅଧିକାରୀ ତାଙ୍କ ଆବେଦନ ଖାରଜ କରିଥିବା ଜଣା ପଡ଼ିଛି। ଏଥିରେ ପ୍ରତ୍ୟୁଷା ଅବିବାହିତ ଦର୍ଶାଯାଇଥିଲା। କିନ୍ତୁ ପ୍ରତ୍ୟୁଷା ବିବାହ କରି ସ୍ଵାମୀଙ୍କ ଠାରୁ ଛାଡ଼ପତ୍ର ପାଇଛନ୍ତି। କିନ୍ତୁ ବିଜୟ ଆବେଦନ ପତ୍ରରେ ଏହା ଦର୍ଶାଇ ନ ଥିଲେ। ଏପରିକି ପ୍ରତ୍ୟୁଷା…

ପଦ୍ମପୁର ରେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥାପନ ପାଇଁ ସ୍ଥାନ ଚିହ୍ନଟ ପ୍ରକ୍ରିୟା

ପଦ୍ମପୁର ରେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥାପନ ପାଇଁ ସ୍ଥାନ ଚିହ୍ନଟ ପ୍ରକ୍ରିୟା

ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ସୋମବାର କ୍ଷେତ୍ର ପରିଦର୍ଶନ କରିଛନ୍ତି। ପଦ୍ମପୁର ନିକଟସ୍ଥ ଚିରୋଲି, ଅନ୍ବେଶା ହଷ୍ଟେଲ ପଡିଆ ଓ ବରିକେଲ ପାଖରେ ସର୍ବମୋଟ ତିନୋଟି ସ୍ଥାନକୁ ଏହି କମିଟି ଗସ୍ତ କରି ସମୀକ୍ଷା କରିଥିଲେ।ଉପଜିଲ୍ଲାପାଳ ଓ ଆରଆଇଙ୍କ ଉପସ୍ଥିତିରେ ବିଭିନ୍ନ ସ୍ଥାନ ପରିଦର୍ଶନ କରି ଅନୁଧ୍ୟାନ କରାଯାଉଛି । ପଦମପୁରକୁ ବର୍ଷେ ଭିତରେ ଜିଲ୍ଲା ମାନ୍ୟତା ଦିଆଯିବା…

ଶ୍ରୀ ମନ୍ଦିର ପରିଦର୍ଶନ କଲେ 5T ଅଧ୍ୟକ୍ଷ

ଶ୍ରୀ ମନ୍ଦିର ପରିଦର୍ଶନ କଲେ 5T ଅଧ୍ୟକ୍ଷ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଶନିବାର ସକାଳୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ଦିଗରେ ପଦକ୍ଷେପ ନେବା ସହିତ ମଠ ଗୁଡିକର ପୁନରୁଦ୍ଧାର, ଲ୍ୟାଣ୍ଡସ୍କେପିଂ କାମ ତ୍ୱରାନ୍ୱିତ କରିବା ପାଇଁ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ଭୋର ୫ଟା ଠାରୁ ୭ଟା ପର୍ଯ୍ୟନ୍ତ ସେ ସମୀକ୍ଷା କରିଥିଲେ ଓ ସମଗ୍ର ପରିକ୍ରମା…